April 30, 2025

୨୪ ଘଣ୍ଟାରେ ୨୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୬୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୬ ଜଣ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia