April 21, 2025

୪ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ: କେଉଁଠି ଲ୍ୟାଣ୍ଡଫଲ୍ କରିବ ବାତ୍ୟା ‘ଜୱାଦ୍’ ? କାଲି ହୋଇଯିବ ସ୍ପଷ୍ଟ

ଭୁବନେଶ୍ୱର: ଆସୁଛି ବାତ୍ୟା ‘ଜୱାଦ୍’। କେଉଁଠି କରିବ ଲ୍ୟାଣ୍ଡଫଲ୍ ? କେତେ ରହିବ ପ୍ରଭାବ ? କେତେ ପରିମାଣର ବର୍ଷା ହେବ ? କେବେ ରହିବ ବପନର ବେଗ ? ଏ ସବୁ ଆସନ୍ତାକାଲି ସୁଦ୍ଧା ସ୍ପଷ୍ଟ ହୋଇଯିବ । ଅନ୍ୟପଟେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia