April 22, 2025

୬୮୯୧ ଜଣ ନବ ନିଯୁକ୍ତ ଶିକ୍ଷକଙ୍କୁ ନବୀନଙ୍କ ଗୁରୁମନ୍ତ୍ର: ଶିକ୍ଷକମାନେ ହେଉଛନ୍ତି ରାଷ୍ଟ୍ର ନିର୍ମାତା, ଜାତିର ଗୌରବ

ଭୁବନେଶ୍ୱର: ରାଜ୍ୟର ୬୮୯୧ ଜଣ ନବନିଯୁକ୍ତ ଶିକ୍ଷକ, ଶିକ୍ଷୟିତ୍ରୀମାନଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓରିଏଣ୍ଟେସନ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷକତାର ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି । ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମଠାରେ ଅପରାହ୍ନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ଯୋଗ ଦେବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia