April 21, 2025

୮୧ ଜଣ ଡାକ୍ତରଙ୍କ ନିଯୁକ୍ତିକୁ ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ସ୍ଥାନରେ ଖାଲି ଥିବା ଓଡିଶା ମେଡିକାଲ ଓ ସ୍ବାସ୍ଥ୍ୟସେବା (ଓଏମ୍‌ଏଚ୍‌ଏସ) ଗ୍ରୁପ-ଏ (ଜୁନିଅର ବ୍ରାଞ୍ଚ)ରେ ଡାକ୍ତର ପଦବୀ ପୂରଣ କରିବାକୁ ଯାଉଛନ୍ତି। ଓଡିଶା ରାଜ୍ୟ ପବ୍ଲିକ୍‌ ସର୍ଭିସ କମିଶନଙ୍କ ମାଧ୍ୟମରେ ୮୧ଟି ପଦବୀ ନିମନ୍ତେ ଅନୁସୂଚୀତ ଜାତି ଓ ଜନଜାତି ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ରାଜ୍ୟ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia