April 21, 2025

୯ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ମିଳିଲା ନୁମୋଦନ

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ସିଙ୍ଗଲ୍ ୱିଣ୍ଡୋ କମିଟି ବୈଠକରେ ୯ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ନିତୀଗତ ଅନୁମୋଦନ ମିଳିଛି । ଏହି ପ୍ରକଳ୍ପ ଗୁଡ଼ିକ ମୁଖ୍ୟତଃ ମାନୁଫାକ୍ଚରିଙ୍ଗ୍, ଖାଦ୍ୟ ପ୍ରକ୍ରିୟାକରଣ, ସାର ଉତ୍ପାଦନ, ଡାଉନ୍ଷ୍ଟିମ୍ ଏବଂ ପର୍ଯ୍ୟଟନ ସେକ୍ଟର ଅନ୍ତର୍ଭୁକ୍ତ । ଏହି ସବୁ ପ୍ରକଳ୍ପଗୁଡ଼ିକ ଯୋଗୁ ପ୍ରତ୍ୟକ୍ଷ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia